ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ରଥଯାତ୍ରା ଦ୍ବିତୀୟ ସମନ୍ବୟ ବୈଠକ

ପୁରୀ : ଦେଢ଼ ମାସ ପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏ ନେଇ ଶନିବାର ରଥଯାତ୍ରା ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ବୈଠକରେ ରାଜନେତାଙ୍କଠାରୁ ଆରମ୍ଭ କରି ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହିବେ।

ଯେହେତୁ ଆଇନ ମନ୍ତ୍ରୀ ଏହି ବୈଠକରେ ଉପସ୍ଥିତ ରହିବେ, ସେ ଦୃଷ୍ଟିରୁ ସେବାୟତମାନେ ରଥଯାତ୍ରା ପୂର୍ବ ଅବ୍ୟବସ୍ଥା ଉପରେ ସେମାନଙ୍କ ସ୍ବରକୁ ଶାଣିତ କରିବେ ବୋଲି ଚର୍ଚ୍ଚା ହେଉଛି। ବିଶେଷ କରି ପରିକ୍ରମା ପ୍ରକଳ୍ପ, ବଡ଼ଦାଣ୍ଡ ରାସ୍ତା କାମଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ଓ ଅନ୍ୟାନ୍ୟ ଅବ୍ୟବସ୍ଥା ଏଥର ପ୍ରମୁଖ ପ୍ରସଙ୍ଗ ହେବ ବୋଲି ଶୁଣିବାକୁ ମିଳିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।