ରାଜ୍ୟ ସ୍ପେଶାଲ ରିପୋର୍ଟ

ପୁଣି ଏନ୍‌କାଉଣ୍ଟର୍‌: ୨ ଦିନ ଭିତରେ ୪ ମାଓବାଦୀ ନିହତ

ସୁକୁମା: ଛତିଶଗଡ଼ର ସୁକୁମା ଜିଲ୍ଲାରେ ପୁଣି ଏନକାଉଣ୍ଟର ହୋଇଛି। ଦୁଇ ଦିନ ଭିତରେ ୪ ମାଓବାଦୀ ନିହତ‌ ହୋଇଛନ୍ତି। ସୁକୁମା ଜିଲ୍ଲା ଭେଜ୍ଜି ଜଙ୍ଗଲରେ ପୁଲିସ ମାଓବାଦୀ ମୁହାଁମୁହିଁ ହୋଇଥିବା ସୂଚନା ରହିଛି। ଯବାନଙ୍କ ଗୁଳିରେ ୨ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ତେବେ ଏହି ଏନ୍‌କାଉଣ୍ଟର୍‌ରେ ବନ୍ଧୁକ ଓ ମାଓ ସାମଗ୍ରୀ ଜବତ ହୋଇଛି। ଏହି ଅପରେସନର ନେତୃତ୍ବ ନେଉଛନ୍ତି ଖୋଦ ସୁକୁମା ଏସପି ସୁନିଲ ଶର୍ମା।

ଉଲ୍ଲେଖଯୋଗ୍ୟ, ଗତକାଲି ଆନ୍ଧ୍ର ଛତିଶଗଡ ସୀମାରେ ୨ ମାଓବାଦୀ ନିହତ ହୋଇଥିବା ସୂଚନା ରହିଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।