ରାଜ୍ୟ ସ୍ପେଶାଲ ରିପୋର୍ଟ

ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ଆଜି

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ଆଜି (ଗୁରୁବାର) ଅପରାହ୍ଣ ୪ଟାରେ ପ୍ରକାଶ ପାଇବ। ପରୀକ୍ଷାର୍ଥୀମାନେ www.orissaresults.nic.in ମାଧ୍ୟମରେ ସେମାନଙ୍କ ପରୀକ୍ଷା ଫଳ ପାଇପାରିବେ। ଏଥିସହ ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷା ଫଳ ଉପଲବ୍ଧ ହେବ।

ଚଳିତବର୍ଷ କଳା ବିଭାଗରେ ୨ଲକ୍ଷ ୩୩ହଜାର ୮୫୫ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ୫୮୬୨ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଗତ ମେ’ ୩୧ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଯେଉଁଥିରେ ପାସ୍‌ହାର ବହୁ ପରିମାଣରେ ହ୍ରାସ ପାଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।