ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ: ବିଭିନ୍ନ ସ୍ଥାନରେ ଚାଲିଛି ଯୋଗାଭ୍ୟାସ

ଭୁବନେଶ୍ବର: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ବିଶ୍ବର ୧୮୦ ଦେଶରେ ବୁଧବାର ଏହି ଦିବସ ପାଳନ କରାଯାଉଛି। ଚଳିତବର୍ଷ ଯୋଗଦିବସର ବିଷୟ ରହିଛି ବସୁଧୈବ କୁଟୁମ୍ବକମ। ୨୦୧୪ ମସିହାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନକ୍ରମେ ଏହି ଦିବସ ସାରା ଦେଶର ବିଭିନ୍ନ ସ୍ଥାନରେ ପାଳିତ ହୋଇ ଆସୁଛି। ପ୍ରଧାନମନ୍ତ୍ରୀ ଆମେରିକା ଗସ୍ତରେ ଥିବାବେଳେ ସେଠାରୁ ଯୋଗ ମନ୍ତ୍ର ଦେଇଛନ୍ତି। ଯୋଗ ଏକ ବୈଷୟିକ ଆନ୍ଦୋଳନରେ ପରିଣତ ହୋଇଛି। ଏହା ଦ୍ବାରା ଶରୀର ସୁସ୍ଥ ରହିବା ସହିତ ବଳ ଆସିଥାଏ ବୋଲି କହିଥିଲେ। ପ୍ରତ୍ୟହ ଯୋଗ କରିବା ଉଚିତ ବୋଲି ସେ ସମସ୍ତଙ୍କୁ ବାର୍ତ୍ତା ଦେଇଛନ୍ତି।

ଏହି ଅବସରରେ ଶ୍ରୀଶ୍ରୀ ୟୁନିଭର୍ସିଟି ପରିସରରରେ ରାଜ୍ୟସ୍ତରୀୟ ଏହି ଦିବସ ପାଳିତ ହେଉଛି। ଏଥି ସହିତ ସହିଦନଗର ପୂଜା ପଡିଆରେ ବି ଯୋଗ ଦିବସ ପାଳନ କରାଯାଉଛି। ବହୁ ଲୋକ ଏଥିରେ ଯୋଗଦେଇ ବିଭିନ୍ନ ଯୋଗ ପ୍ରାଣାୟମ କରାଯାଉଛି

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।