ରାଜ୍ୟ

ନାବାଳିକା ଦୁଷ୍କର୍ମ ମାମଲା: ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ

ଲାଙ୍ଗୀର: ଜଣେ ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ବଲାଙ୍ଗୀର ପୋକ୍ସ କୋର୍ଟ ବିଚାରପତି ଗୋପବନ୍ଧୁ ଗଡନାୟକ ୨୦  ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହିତ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟରେ ଅଧିକ ୨ ବର୍ଷ କାରାଦଣ୍ଡ ଶୁଣାଣି କରିଛନ୍ତି। ଗତ

ମାମଲାରୁ ଜଣାଯାଏ ଯେ, ୨୦୧୯ ମସିହା ଡିସେମ୍ବର ୨୭ ତାରିଖରେ ବେଲପଡା ଥାନା ଅଧିନ ଜଣେ ୯ ବର୍ଷୀୟ ନାବାଳିକାକୁ ଅଭିଯୁକ୍ତ ପୂର୍ବ ସେନାବାହିନୀ କର୍ମଚାରୀ ସରୋଜ ବେହେରା(୫୫) ଦୁଷ୍କର୍ମ କରିଥିବା ନେଇ ବେଲପଡ଼ା ଥାନାରେ କେଶ ନମ୍ୱର ୨୦୬ରେ ଏକ ମାମଲା ଦାୟର ହୋଇଥିଲା। ଏହି ମାମଲାର ବିଚାରକରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରୀ ଓକିଲ ପ୍ରିୟରଞ୍ଜନ ବହିଦାର ମାମଲା ପରିଚାଳନା କରୁଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।