ରାଜ୍ୟ ରାଶିଫଳ ମେଷ BY NewsLaxmi7 July 20, 2023 0 Comments 40 Views ମେଷ: ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ। ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ। ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ।