ରାଜ୍ୟ ସ୍ପେଶାଲ ରିପୋର୍ଟ

ଡବଲ ଲଘୁଚାପ ଆଣିବ ବଡ ବର୍ଷା, ମାସ ଶେଷ ଯାଏଁ ଲାଗିରହିବ ବର୍ଷିବ

ତେଣୁ ନୋଟିସ ଜାରି କରାଯାଇଛି | ଅନ୍ୟପଟେ ନୋଟିସକୁ ନେଇ ଦତ୍ତମହାପାତ୍ର ସେବକ ସଂଜୟ ଦତ୍ତମହାପାତ୍ର କହିଛନ୍ତି ଯେ ଦୁଇଦିନ ମଧ୍ୟରେ ନୋଟିସର ଜବାବ ଦିଆଯିବ। ଆମେ ପ୍ରଶାସନ ନିର୍ଦ୍ଦେଶ ଅନୁସାରେ ବନକଲାଗି କରିବାକୁ ଗୁରୁବାର ପ୍ରସ୍ତୁତ ଥିଲୁ। ହେଲେ ପ୍ରଶାସନର ଅବହେଳା ଯୋଗୁଁ ନୀତି ହୋଇପାରିଲା ନାହିଁ। ତେଣୁ ସତ୍ତ୍ୱଲିପି ଆଧାରରେ ବନକଲାଗି କରାଯିବା ଦରକାର। ନହେଲେ ସତ୍ତ୍ୱଲିପିକୁ ଉଚ୍ଛେଦ କରିଦିଅନ୍ତୁ ପ୍ରଶାସନ। ଆବଶ୍ୟକ ପଡିଲେ କୋର୍ଟର ଦ୍ୱାରସ୍ଥ ହେବୁ ବୋଲି ସେ କହିଛନ୍ତି ।

ଭୁବନେଶ୍ୱର: ବନକଲାଗି ନୀତି ବିଶୃଙ୍ଖଳା ପ୍ରସଙ୍ଗରେ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ନୋଟିସର ଉତ୍ତର ଚାରିଦିନ ମଧ୍ୟରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଶ୍ରୀମନ୍ଦିର ଆଇନ ୨୦ ଓ ୩୦ ଧାରାରେ ନୋଟିସ ହୋଇଛି । ମିଳିଥିବା ସୂଚନା ମୁତାବକ ୨୦୧୮ ପରିଚାଳନା କମିଟି ନିଷ୍ପତ୍ତି ଅନୁସାରେ ପ୍ରତି ବୁଧବାର ବନକଲାଗି କରାଯିବ। କିନ୍ତୁ ଛଅବର୍ଷ ଧରି ବନକଲାଗି ନୀତି ପ୍ରତି ବୁଧବାର ହେଉଥିବାବେଳେ ଏବେ ଗୁରୁବାର କରିବା ପାଇଁ ଦତ୍ତମହାପାତ୍ର ନିଯୋଗ ଜିଦ୍ ଧରୁଛି । ନିଳାଦ୍ରୀ ବିଜେ ପରଠାରୁ ଏଯାବତ ମହାପ୍ରଭୁଙ୍କ ବନକଲାଗି ନୀତି ବା ଶ୍ରୀମୁଖ ସୃଙ୍ଗାର ନୀତି ହୋଇନାହିଁ ।

ତେଣୁ ନୋଟିସ ଜାରି କରାଯାଇଛି | ଅନ୍ୟପଟେ ନୋଟିସକୁ ନେଇ ଦତ୍ତମହାପାତ୍ର ସେବକ ସଂଜୟ ଦତ୍ତମହାପାତ୍ର କହିଛନ୍ତି ଯେ ଦୁଇଦିନ ମଧ୍ୟରେ ନୋଟିସର ଜବାବ ଦିଆଯିବ। ଆମେ ପ୍ରଶାସନ ନିର୍ଦ୍ଦେଶ ଅନୁସାରେ ବନକଲାଗି କରିବାକୁ ଗୁରୁବାର ପ୍ରସ୍ତୁତ ଥିଲୁ। ହେଲେ ପ୍ରଶାସନର ଅବହେଳା ଯୋଗୁଁ ନୀତି ହୋଇପାରିଲା ନାହିଁ। ତେଣୁ ସତ୍ତ୍ୱଲିପି ଆଧାରରେ ବନକଲାଗି କରାଯିବା ଦରକାର। ନହେଲେ ସତ୍ତ୍ୱଲିପିକୁ ଉଚ୍ଛେଦ କରିଦିଅନ୍ତୁ ପ୍ରଶାସନ। ଆବଶ୍ୟକ ପଡିଲେ କୋର୍ଟର ଦ୍ୱାରସ୍ଥ ହେବୁ ବୋଲି ସେ କହିଛନ୍ତି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।