ରାଜ୍ୟ ଶିକ୍ଷା ଓ ନିଯୁକ୍ତି|ସ୍ପେଶାଲ ରିପୋର୍ଟ

ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ଘୋଷଣା: ଫେବ୍ରୁଆରି ୨୦ରୁ ମାର୍ଚ୍ଚ ୪ ଯାଏ ମାଟ୍ରିକ୍ ପରୀକ୍ଷା

କଟକ: ଘୋଷଣା  ହେଲା ମାଟ୍ରିକ୍ ପରୀକ୍ଷାର ତାରିଖ। ଏହା ୨୦୨୪  ଫେବ୍ରୁଆରି ୨୦ରୁ ଆରମ୍ଭ ହେବ। ମାର୍ଚ୍ଚ ୪ ତାରିଖ ଚାଲିବ ପରୀକ୍ଷା। ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ହେବ। ଏନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଏକ ସାମ୍ବାଦିକ ସମ୍ମିଳନୀରେ ‌ଘୋଷଣା କରିଛନ୍ତି।

ଆସନ୍ତା ଅକ୍ଟୋବର ମାସରେ ଫର୍ମପୂରଣ ହେବ। ସେହିପରି ମାର୍ଚ୍ଚ ୧୨ରୁ ମାଟ୍ରିକ୍ ଖାତାଦେଖା ଆରମ୍ଭ ହେବ। ତେବେ ପରୀକ୍ଷା ସଂପର୍କରେ ବିସ୍ତୃତ ବିବରଣୀ ପରେ ପ୍ରକାଶ କରାଯିବ ବୋଲି ସୂଚନା ମିଳିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।