ରାଜ୍ୟ ସ୍ପେଶାଲ ରିପୋର୍ଟ

ବିଧାନସଭା ଅଧିବେଶନରେ ପ୍ରଥମ ଥର ଯୋଗ ଦେଲି, ହେଲେ ଦେଖିବାକୁ ନାହାନ୍ତି ବାପା: ଦୀପାଳି ଦାସ

ଭୁବନେଶ୍ବର: ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ବିଧାୟିକା ଭାବେ ନିର୍ବାଚିତ ହେବା ପରେ ପ୍ରଥମ କରି ବିଧାନସଭା ଅଧିବେଶନରେ ଯୋଗ ଦେଇଛନ୍ତି ସ୍ବର୍ଗତ ନବ ଦାସଙ୍କ ଝିଅ ତଥା ଝାରସୁଗୁଡ଼ା ବିଧାୟିକା ଦୀପାଳି ଦାସ।

ଏହି ଅବସରରେ ସେ କହିଛନ୍ତି, ଆଜି ମୋ ପାଇଁ ଗର୍ବ ଓ ଗୌରବ ଦିନ। ଆଜି ମୁଁ ବହୁତ ଭାବବିହ୍ଵୋଳ ହୋଇଗଲି। ବାପା ଯେଉଁ ଆସନରେ ବସୁଥିଲେ ତାହାକୁ ଦେଖିଲି। ମୁଁ  ଖୁବ୍ ବ୍ୟଥିତ ହେଲି। ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତାମାନଙ୍କୁ ଭେଟି ଆର୍ଶୀବାଦ ନେଲି। ମୋ ବାପା ଚାହୁଁଥିଲେ ମୁଁ ବି ତାଙ୍କ ପରି ଲୋକଙ୍କ ପାଇଁ ସ୍ୱର ଉଠାଏ। ଆଜି ବିଧାନସଭା ଆସିଛି। କିନ୍ତୁ ବାପା ଦେଖିବାକୁ ନାହାନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।