ରାଜ୍ୟ ସ୍ପେଶାଲ ରିପୋର୍ଟ

ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: ଆଲୋକର ପର୍ବ ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇଛନ୍ତି।\

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କ ସୁଖସମୃଦ୍ଧି ଓ ସୁସ୍ବାସ୍ଥ୍ୟ କାମନା କରିଛନ୍ତି।

ସମସ୍ତଙ୍କ ଜୀବନ ସୁଖସମୃଦ୍ଧି ଓ ସୌଭାଗ୍ୟମୟ ହେଉ ବୋଲି ଈଶ୍ବରଙ୍କ ଠାରେ କାମନା କରିଛନ୍ତି ରାଜ୍ୟପାଳ ରଘୁବର ଦାସ।

ଏଣେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିକାଶର ଆଲୋକ ସମସ୍ତଙ୍କ ଜୀବନକୁ ଆଲୋକିତ କରୁ ବୋଲି କହିଛନ୍ତି।

ଆଲୋକର ପର୍ବ ଦୀପାବଳି ଆପଣ ସମସ୍ତଙ୍କ ଘରେ ସ୍ବାସ୍ଥ୍ୟ, ସମୃଦ୍ଧି ଓ ଖୁସିର ଆଲୋକ ଆଣିଦେଉ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।