ରାଜ୍ୟ ସ୍ପେଶାଲ ରିପୋର୍ଟ

ସମ୍ବଲପୁର ରେଳ ଷ୍ଟେସନରେ ଲାଇନଚ୍ୟୁତ ହେଲା ଜମ୍ମୁ ତୱି ଏକ୍ସପ୍ରେସ୍ ଟ୍ରେନ୍

ସମ୍ବଲପୁର: ସମ୍ବଲପୁର ରେଳ ଷ୍ଟେସନରେ ଜମ୍ମୁ ତୱି ଏକ୍ସପ୍ରେସ୍ ଟ୍ରେନ ବିଳମ୍ବିତ ରାତିରେ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। ଷ୍ଟେସନରେ ଥିବା ୱାସିଙ୍ଗ ଲାଇନକୁ ଖାଲି ଗାଡ଼ି ଯାଉଥିବା ସମୟରେ ଗୋଟିଏ ବଗିର ଚକ ଟ୍ରାକ ବାହାରକୁ ଚାଲିଯାଇଥିଲା ଯାହାଫଳରେ ଲାଇନଚ୍ୟୁତ ହୋଇଥିଲା।

ଏହା ଜାଣିବା ପରେ ତୁରନ୍ତ ୱାସିଙ୍ଗ ଲାଇନର କର୍ମଚାରୀମାନେ ଟ୍ରେନକୁ ତୁରନ୍ତ ଟ୍ରାକକୁ ପୁଣି ନେଇ ଆସିଥିଲେ। ରେଳ ଲାଇନଚ୍ୟୁତ ସମୟରେ ଟ୍ରେନରେ କୌଣସି ଯାତ୍ରୀ ନଥିଲେ। ୱାସିଙ୍ଗ ଲାଇନରେ ଘଟଣା ଘଟିଥିବାରୁ ଅନ୍ୟ ଟ୍ରେନର ଯାତାୟାତ ପାଇଁ କୌଣସି ପ୍ରଭାବ ପଡ଼ିନାହିଁ। ଆଜି ସକାଳୁ ମଧ୍ୟ ତିନଟି ଟ୍ରେନ ଯାଇସାରିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।