ରାଜ୍ୟ ସ୍ପେଶାଲ ରିପୋର୍ଟ

ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାର୍ଟର୍ସରୁ ମୃତଦେହ ଉଦ୍ଧାର

କୋକସରା: କଳାହାଣ୍ଡି ଜିଲ୍ଲାରେ ଜଣେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିବା ଜଣାଯାଇଛି। ଆଜି ମୁଖିଗୁଡା ସ୍ଥିତ ସରକାରୀ କ୍ୱାର୍ଟର୍ସରୁ ତାଙ୍କର ମୃତଦେହ ଉଦ୍ଧାର କରିଛି ଜୟପାଟଣା ପୁଲିସ। ମୃତକ ଜଳ ସଂପଦ ବିଭାଗ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରଞ୍ଜିତ କୁମାର କାର୍ଜି।

ସେ ଇନ୍ଦ୍ରାବତୀ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ ବୋଲି ଜଣାଯାଇଛି। ତାଙ୍କ ଘର ପାରଳାଖେମୁଣ୍ଡିରେ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଜୟପାଟଣା ପୁଲିସ ବ୍ୟବଚ୍ଛେଦ ଲାଗି ଶବକୁ ଡାକ୍ତରଖାନାକୁ ପଠାଇ ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।