ରାଜ୍ୟ ସ୍ପେଶାଲ ରିପୋର୍ଟ

ପାରିବାରିକ କଳହକୁ ନେଇ ଜୀବନ ହାରିଲେ ତୁରୁଡ଼ା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ

କିଶୋରନଗର: ବିଦ୍ୟାଳୟରେ ଜଣେ ପ୍ରଧାନ ଶିକ୍ଷକଙ୍କ ମୃତଦେହ ମିଳିବା ଘଟଣା କିଶୋରନଗର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି। ସୂଚନା ଅନୁଯାୟୀ, ଅଙ୍ଗପଡା ପଞ୍ଚାୟତର ତୁରୁଡ଼ା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହୃଷୀକେଶ ସାହୁ ଆତ୍ମହତ୍ୟା କରିଛନ୍ତି। ପାରିବାରିକ କଳହରୁ ସେ ଜୀବନ ହାରିଥିବା କୁହାଯାଉଛି।

ଆଜି ସକାଳ ସାଢ଼େ ଆଠଟା ବେଳକୁ ବିଦ୍ୟାଳୟରେ ଅଙ୍ଗନବାଡି କର୍ମୀ ପ୍ରଧାନ ଶିକ୍ଷକଙ୍କ ମୃତଦେହ ଦେଖି ପୁଲିସକୁ ସୂଚନା ଦେଇଥିଲେ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଶବକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।