ଦେଶ ବିଦେଶ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଅସୁସ୍ଥ

ଭୁବନେଶ୍ବର: କଂଗ୍ରେସ ସଭାରେ ଭାଷଣ ଦେଉଥିବା ବେଳେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଅସୁସ୍ଥ ହୋଇଥିବାର ଖବର ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି କଂଗ୍ରେସ ଦଳ ପକ୍ଷରୁ ଭୁବନେଶ୍ବରର ସିବିଆଇ ଅଫିସ୍ ଆଗରେ ବିକ୍ଷୋଭ ପ୍ରଦର୍ଶନ ଚାଲିଥିଲା। ସେଠାରେ ଭାଷଣ ଦେଉଥିବା ବେଳେ ହଠାତ ସେ ଛାତିକୁ ଧରି ତଳେ ବସିଯାଇଥିଲେ। ଏହାପରେ ତାଙ୍କୁ ତତକ୍ଷଣାତ୍ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା।

ତେବେ ନରସିଂହ ମିଶ୍ର ଠିକ୍ ଥିବା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ବଲାଙ୍ଗୀରରୁ ଆଜି ସକାଳେ ଭୁବନେଶ୍ବରକୁ ଫେରିଥିଲେ। ଦୀର୍ଘ ସମୟର ଯାତ୍ରା ହେତୁ ନରସିଂହ ମିଶ୍ର କ୍ଳାନ୍ତ ହୋଇପଡ଼ିଥିଲେ।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର