କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଭୁବନେଶ୍ୱରରେ ଜିରୋ ନାଇଟ୍ ସେଲିବ୍ରେସନକୁ ନା, ଘରେ ରହି ନୂଆ ବର୍ଷ ପାଳନ କରିବାକୁ ବିଏମସିର ପରାମର୍ଶ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ବିଭିନ୍ନ ହୋଟେଲ, କ୍ଲବ, କନଭେନସନ୍ ହଲ୍ ଓ କଲ୍ୟାଣ ମଣ୍ଡପ ଆଦିରେ ଜିରୋ ନାଇଟ୍ ସେଲିବ୍ରେସନକୁ ବାରଣ କରାଯାଇଛି। ଜନସମାଗମ ଉପରେ ବିଏମସି (ଭୁବନେଶ୍ୱର ମହାନଗର ନିଗମ) ପକ୍ଷରୁ ରୋକ ଲଗାଯାଇଛି। ଏନେଇ ବିଏମସି କମିସନର ନିର୍ଦ୍ଦେଶନାମା ଜାରି କରିଥିବା ଜଣାଯାଇଛି।

ହୋଟେଲ୍ ବା କ୍ଲବକୁ ନ ଯାଇ ଘରେ ରହି ନୂଆ ବର୍ଷ ପାଳନ କରିବାକୁ ବିଏମସି ପକ୍ଷରୁ ପରାମର୍ଶ ଦିଆଯାଇଛି। ଡିସେମ୍ବର ୩୧ ଜିରୋନାଇଟ ଓ ଜାନୁଆର ୧ ନୂଆବର୍ଷରେ କଟକ- ଭୁବନେଶ୍ବର ଦ୍ବୈତ ନଗରୀରେ ପୁଲିସ ପହରା ମାରିବ। ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ କରାଯିବା ସହ ଭିଡ଼କୁ ନିୟନ୍ତ୍ରଣ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ ବୋଲି ପୂର୍ବରୁ କମିସନରେଟ ପୁଲିସ ପକ୍ଷରୁ କୁହାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,