ରାଜ୍ୟ

ରାଜ୍ୟରେ ଶୀତର ପ୍ରକୋପ ଜାରି: ଜି. ଉଦୟଗିରି ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ୧୫ ଡିଗ୍ରି ତଳେ ୧୯ ସହରର ତାପମାତ୍ରା ଥିବା ଜଣାଯାଇଛି। ୭. ୪ ଡିଗ୍ରୀ ସହ ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୮.୩ ଡିଗ୍ରି, ଦାରିଙ୍ଗବାଡ଼ିରେ ୮. ୫ ଡିଗ୍ରି, ଫୁଲବାଣୀରେ ୧୦ ଡିଗ୍ରି, ସେମିଳିଗୁଡ଼ାରେ ୯. ୯ ଡିଗ୍ରି, ନବରଙ୍ଗପୁରରେ ୧୧.୪, କିରେଇରେ ୧୧.୪, ସୁନ୍ଦରଗଡ଼ରେ ୧୪.୨, ଛାରସୁଗୁଡ଼ାରେ ୧୩.୯, ରାଉରକେଲାରେ ୧୩.୭, କେଉଁଝରରେ ୧୩, ମାଲକାନଗିରିରେ ୧୪.୯ ଓ ଅନୁଗୁଳରେ ୧୧ ଡିଗ୍ରି  ରେକର୍ଡ କରାଯାଇଛି।

https://platform.twitter.com/embed/Tweet.html?dnt=false&embedId=twitter-widget-0&features=eyJ0ZndfdGltZWxpbmVfbGlzdCI6eyJidWNrZXQiOltdLCJ2ZXJzaW9uIjpudWxsfSwidGZ3X2ZvbGxvd2VyX2NvdW50X3N1bnNldCI6eyJidWNrZXQiOnRydWUsInZlcnNpb24iOm51bGx9LCJ0ZndfdHdlZXRfZWRpdF9iYWNrZW5kIjp7ImJ1Y2tldCI6Im9uIiwidmVyc2lvbiI6bnVsbH0sInRmd19yZWZzcmNfc2Vzc2lvbiI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfZm9zbnJfc29mdF9pbnRlcnZlbnRpb25zX2VuYWJsZWQiOnsiYnVja2V0Ijoib24iLCJ2ZXJzaW9uIjpudWxsfSwidGZ3X21peGVkX21lZGlhXzE1ODk3Ijp7ImJ1Y2tldCI6InRyZWF0bWVudCIsInZlcnNpb24iOm51bGx9LCJ0ZndfZXhwZXJpbWVudHNfY29va2llX2V4cGlyYXRpb24iOnsiYnVja2V0IjoxMjA5NjAwLCJ2ZXJzaW9uIjpudWxsfSwidGZ3X3Nob3dfYmlyZHdhdGNoX3Bpdm90c19lbmFibGVkIjp7ImJ1Y2tldCI6Im9uIiwidmVyc2lvbiI6bnVsbH0sInRmd19kdXBsaWNhdGVfc2NyaWJlc190b19zZXR0aW5ncyI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfdXNlX3Byb2ZpbGVfaW1hZ2Vfc2hhcGVfZW5hYmxlZCI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfdmlkZW9faGxzX2R5bmFtaWNfbWFuaWZlc3RzXzE1MDgyIjp7ImJ1Y2tldCI6InRydWVfYml0cmF0ZSIsInZlcnNpb24iOm51bGx9LCJ0ZndfbGVnYWN5X3RpbWVsaW5lX3N1bnNldCI6eyJidWNrZXQiOnRydWUsInZlcnNpb24iOm51bGx9LCJ0ZndfdHdlZXRfZWRpdF9mcm9udGVuZCI6eyJidWNrZXQiOiJvbiIsInZlcnNpb24iOm51bGx9fQ%3D%3D&frame=false&hideCard=false&hideThread=false&id=1744221293128593592&lang=en&origin=https%3A%2F%2Fsambad.in%2Fstate%2Fcold-wave-in-odisha-20-1110778%2F&sessionId=687be659a14521bb3daac4122cf4310ac756c36a&theme=light&widgetsVersion=2615f7e52b7e0%3A1702314776716&width=550px

ଏଣେ ଭୁବନେଶ୍ୱରର ରାତିର ସର୍ବନିମ୍ନ ତାପମାତ୍ରା ୧୬. ୨ ଓ କଟକରେ ୧୫ ଡିଗ୍ରି ରହିଛି । ରାଜ୍ୟରେ ୨ଦିନ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଦେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।