ରାଜ୍ୟ

ୟୁପିରେ ରାଜ୍ୟସଭା ଭୋଟ୍‌ ଆରମ୍ଭ: ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଲେ ମନୋଜ ପାଣ୍ଡେ

ନୂଆଦିଲ୍ଲୀ: ଦେଶର ୧୫ଟି ରାଜ୍ୟରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ନିର୍ବାଚନରେ ୫୬ଟି ରାଜ୍ୟସଭା ଆସନରେ ନୂଆ ସଦସ୍ୟ ମିିଳିବେ, ସେଥିମଧ୍ୟରୁ ୪୧ଟି ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇସାରିଛି। ଅବଶିଷ୍ଟ ୧୫ଟି ଆସନ ପାଇଁ ଆଜି ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ମତଦାନ ହେବ। ଏହାପରେ ଅପରାହ୍ନ ୫ଟାରୁ ଭୋଟ ଗଣତି ଆରମ୍ଭ ହୋଇ ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ଫଳାଫଳ ପ୍ରକାଶ ପାଇବ।

ରାଜ୍ୟସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ମତଦାନ ମଧ୍ୟରେ ଅଖିଳେଶ ଯାଦବଙ୍କ ଦଳର ବିଧାୟକ ମନୋଜ ପାଣ୍ଡେ ଦଳର ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।