ରାଜ୍ୟ ସ୍ପେଶାଲ ରିପୋର୍ଟ

ଭୁବନେଶ୍ୱରରେ ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ

ଭୁବନେଶ୍ୱର: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଆଜି ସେ କୃଷି ଭବନ ପରିଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ ୨୦୧୭ରେ ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ଓଡ଼ିଶା ସରକାର। ଯାହାଦ୍ୱାରା କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟ ବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା।

ତେବେ ବିଲ୍ ଗେଟ୍ସଙ୍କ ଗସ୍ତ ପାଇଁ ଭୁବନେଶ୍ୱରରେ ତାଙ୍କ ପ୍ରତିନିଧି ଦଳ ସୋମବାର ସମୀକ୍ଷା କରିଥିଲେ। ବିଲ ଗେଟ୍ସଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।