ଅପରାଧ ରାଜ୍ୟ

ରାଜଧାନୀରେ ହତ୍ୟାକାଣ୍ଡ

ଭୁବନେଶ୍ୱର: ରାଜଧାନୀରେ ହତ୍ୟାକାଣ୍ଡ। ପୁରୁଣା ପ୍ରେମିକ ସହ ମିଶି ଯୁବକଙ୍କୁ ହତ୍ୟା କରିଛି ପ୍ରେମିକା। ଗତକାଲି ରାତି ସାଢେ ୧ଟାରେ ଚିନ୍ତାମଣିଶ୍ୱର ଅଞ୍ଚଳରେ ହୋଇଛି ହତ୍ୟାକାଣ୍ଡ। ଦେଖା କରିବା ନାଁରେ ହତ୍ୟାକାଣ୍ଡ  ଯୋଜନା କରିଥିଲା ଯୁବତୀ। ଦେଖା କରିବା ବାହାନାରେ ଖଣ୍ଡାରେ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାଁ ଅଞ୍ଜନ ବୋଲି ଜଣାପଡ଼ିଛି।

ମୃତକ ଅଞ୍ଜନ ଜଣେ କକଟେଲ ବୟ ଭାବେ କାମ କରନ୍ତି। ଏହି ଘଟଣା ପରେ ଯୁବତୀ ଓ ପୁରୁଣା ପ୍ରେମିକ ଫେରାର ହୋଇଯାଇଛନ୍ତିି। ହତ୍ୟା କରିଥିବା ଯୁବକଙ୍କ ନାଁରେ ପୂର୍ବରୁ ମଧ୍ୟ ଅପରାଧିକ ମାମଲା ରହିଥିବା ଜଣାପଡ଼ିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।