ରାଜ୍ୟ ସ୍ପେଶାଲ ରିପୋର୍ଟ

ରାଜଧାନୀରେ ଅଭାବନୀୟ ଘଟଣା: ଘୋଷାଡ଼ି ନେଲା ଟ୍ରକ୍, ଉଡ଼ିଗଲା ଦମ୍ପତିଙ୍କ ପ୍ରାଣବାୟୁ

ଭୁବନେଶ୍ୱର: ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ପଳାଶୁଣୀଠାରେ ଦୁଇ ପୁରୁଷ ଓ ମହିଳା ରାସ୍ତା ପାରି ହେଉଥିବାବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଏପରିକି ଗାଡ଼ିର ବେଗ ଏତେ ଅଧିକ ଥିଲା ଯେ ଦୁର୍ଘଟଣା ପରେ ନ ରୋକି ଉକ୍ତ ବ୍ୟକ୍ତି ଜଣଙ୍କୁ ପଳାଶୁଣୀରୁ ସତ୍ୟବିହାର ଯାଏଁ ଘୋଷାଡ଼ି ନେଇଥିଲା। ଫଳରେ ଦୁହିଁଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଉଭୟେ ଦମ୍ପତି ବୋଲି ଜଣାଯାଇଛି।

ଉକ୍ତ ଟ୍ରକ୍ ଟି ଭୁବନେଶ୍ୱରରୁ କଟକ ଯାଉଥିବା ବେଳେ ଏହି ଅଘଟଣ ଘଟିଛି। ଦୁଇ ମୃତକଙ୍କ ଘର ସୋନପୁରରେ ବୋଲି ଜଣାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।