ରାଜ୍ୟ

ବସ୍-ଡମ୍ଫର ମୁହାଁମୁହିଁ: ୧୪ ଆହତ, ୪ ଗୁରୁତର

ଯାଜପୁର: ଯାଜପୁର ସଦରଥାନା ବରୁହାଁ କବୀରପୁରଠାରେ ବସ୍ ଏବଂ ଡମ୍ଫର ସକାଳ ୬ ଟା ୧୫ରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୧୪ ଜଣ ଆହତ ହୋଇଥିବା କୁହାଯାଉଛି। ଆହତଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମହେଶ୍ୱର ପୁର ପେଟ୍ରୋଲ ପମ୍ପ ନିକଟରେ ବରିରୁ କଟକ ଯାଉଥିବା ଦେବଯାନୀ ବସ୍ ସହ ଏକ ଚିପ୍ସ ବୋଝେଇ ଡମ୍ଫର

ଖବର ପାଇ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରିଛି। ସେହିପରି ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ଦୁର୍ଘଟଣାର କାରଣ ନେଇ ପୁଲିସ୍ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଦୁର୍ଘଟଣା ପରେ ରାସ୍ତାର ଉଭୟ ପାର୍ଶ୍ଵରେ ଅଟକି ରହିଛି ଶତାଧିକ ଗାଡ଼ି ମଟର ଅଟକି ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।