କଳା ଓ ସଂସ୍କୃତି ଧର୍ମ

ତୁଳସୀ ଗଛରେ ଏଭଳି ଜିନିଷ ଦେଖିବା ଦ୍ଵାରା ଦେବୀ ଲକ୍ଷ୍ମୀ ପ୍ରସନ୍ନ ହେବାର ମିଳିଥାଏ ସଂକେତ, ତୁରନ୍ତ କରନ୍ତୁ ଏହି କାର୍ଯ୍ୟ।

ହିନ୍ଦୁଧର୍ମରେ ତୁଳସୀ ଗଛକୁ ଅତ୍ୟନ୍ତ ପବିତ୍ର ଓ ପୂଜନୀୟ ମାନା ଯାଇଛି। କୁହାଯାଏ କି, ପ୍ରତ୍ୟେକଦିନ ତୁଳସୀ ଗଛକୁ ପୂଜାର୍ଚ୍ଚନା କରିବା ଦ୍ୱାରା ଦେବୀ ଲକ୍ଷ୍ମୀଙ୍କର କୃପା ଘର ଉପରେ ପଡ଼ିଥାଏ। ଶାସ୍ତ୍ର ଅନୁସାରେ ତୁଳସୀ ଗଛରେ ଦେବୀ ଲକ୍ଷ୍ମୀଙ୍କର ବାସ ହୋଇଥାଏ। ଏହାସହିତ ଭଗବାନ ବିଷ୍ଣୁଙ୍କର ପୂଜା ତୁଳସୀ ପତ୍ର ବିନା ଅଧୁରା ହୋଇଥାଏ। ତେବେ ଭଗବାନ ବିଷ୍ଣୁ ଓ ଦେବୀ ଲକ୍ଷ୍ମୀଙ୍କର କୃପା ଲାଭ କରିବା ପାଇଁ ଶାସ୍ତ୍ରରେ ତୁଳସୀ ଗଭକୁ ନିୟମିତ ରୂପରେ ପୂଜାର୍ଚ୍ଚନା କରିବା ଏବଂ ସକାଳେ ଓ ସଞ୍ଜରେ ତୁଳସୀ ଗଛ ମୂଳରେ ଘିଅର ଦୀପ ପ୍ରଜ୍ବଳନ କରିବା ପାଇଁ କୁହାଯାଇଛି।

ପ୍ରତ୍ୟେକ ଦିନ ସକାଳେ ଓ ସନ୍ଧ୍ୟାରେ ତୁଳସୀ ଗଛ ମୂଳରେ ଘିଅର ଦୀପ ଜଳାଇବା ଦ୍ଵାରା ଦେବୀ ଲକ୍ଷ୍ମୀ ପ୍ରସନ୍ନ ହୋଇଥାନ୍ତି। ଯାହାଫଳରେ ଘରେ ସୁଖ ସମୃଦ୍ଧି ଓ ଧନସମ୍ପତ୍ତି ବୃଦ୍ଧି ହୋଇଥାଏ। ଦେବୀ ଲକ୍ଷ୍ମୀଙ୍କର କୃପା ଲାଭ କରିବା ପାଇଁ ଜ୍ୟୋତିଷ ଶାସ୍ତ୍ରରେ କିଛି ଖାସ ଉପାୟ ବିଷୟରେ ବର୍ଣ୍ଣନା କରାଯାଇଛି। ଏହି ଉପାୟକୁ ବିଧି ବିଧାନ ଅନୁସାରେ କରିବା ଦ୍ୱାରା ଦେବୀ ଲକ୍ଷ୍ମୀଙ୍କ କୃପାରୁ ଆପଣଙ୍କ ଜୀବନ ସୁଖମୟ ରହିବ। ତେବେ ଆସନ୍ତୁ ସେହି ଉପାୟ ବିଷୟରେ ବିସ୍ତାର ରୂପରେ ଜାଣିବା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ