ରାଜ୍ୟ

ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଜାରି

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଜାରି ରହିଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ।   ଚଳିତ ରଥଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ଉପରେ ଲାଗିବ ମୋହର। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ ଓ ପରିଚାଳନା କମିଟି ସଦସ୍ୟମାନେ ଉପସ୍ଥିତ ରହିଛନ୍ତି।

ଗତକାଲି ଛତିଶା ନିଯୋଗ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଉପରେ ଏହି ବୈଠକରେ ମୋହର ଲାଗିବ ବୋଲି ଜଣାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।