ରାଜ୍ୟ

ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ଦେବେ କେନ୍ଦ୍ର ସରକାର: ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଜେଟରେ ଘୋଷଣା କରାଯାଇଛି। ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ସେ କହିଛନ୍ତି, ମନ୍ଦିର, ବନ୍ୟଜନ୍ତୁ, ସାମୁଦ୍ରିକ ସଂପଦ ପାଇଁ ଓଡ଼ିଶା ଜଣାଶୁଣା। ଓଡ଼ିଶାର ପର୍ଯ୍ୟଟନସ୍ଥଳୀକୁ ବିଶ୍ବସ୍ତରୀୟ କରାଯିବ। ଏଣୁ ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ଦେବେ କେନ୍ଦ୍ର ସରକାର।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।