ରାଜ୍ୟ

ଶାସକ ଦଳ ମୁଖ୍ୟ ସଚେତକ ହେଲେ ବୌଦ୍ଧ ବିଧାୟକ ସରୋଜ ପ୍ରଧାନ

ଭୁବନେଶ୍ବର: ଆଜିଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଯାଇଛି। ଆଉ ଏହାରି ଭିତରେ ମୁଖ୍ୟମନ୍ତ୍ରୀ ଆଜି ଶାସକ  ଦଳର ମୁଖ୍ୟ ସଚେତକ ଓ ଉପମୁଖ୍ୟ ସଚେତକଙ୍କ ନାମ ଘୋଷଣା କରିଛନ୍ତି | ମୁଖ୍ୟ ସଚେତକ ଭାବେ ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନଙ୍କ ନାମ ଘୋଷଣା କରାଯାଇଥିବାବେଳେ ଉପ ମୁଖ୍ୟ ସଚେତକ ହେବେ ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ |

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।