ଦେଶ ବିଦେଶ

ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଇ ଲାଇନଚ୍ୟୁତ ହେଲା ହାୱଡା – ମୁମ୍ବାଇ ଏକ୍ସପ୍ରେସ

ରାଉରକେଲା: ହାୱଡା – ମୁମ୍ବାଇ ଏକ୍ସପ୍ରେସ ଚକ୍ରଧରପୁର ମଣ୍ଡଳ ଅନ୍ତର୍ଗତ ରାଜଖରସୁଆଁ ନିକଟରେ ଲାଇନଚ୍ୟୁତ ହୋଇଛି। ଏହି ଅଘଟଣ ଫଳରେ ୫୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆଜି ଭୋର୍ ୩ଟା ୪୫ମିନିଟରେ ଏକ ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଛି ଟ୍ରେନ୍‌। ରେଳବାଇ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ଏହି ଟ୍ରେନ୍ ଝାରସୁଗୁଡ଼ା ଓ ରାଉରକେଲା ଦେଇ ଯାତାୟତ କରୁଥିବା ହେତୁ ଏଥିରେ ବହୁ ଓଡ଼ିଆ ଲୋକ ଯାତ୍ରା କରୁଥିବା ଅନୁମାନ କରାଯାଉଛି। ଏଥିଲାଗି ରେଳବାଇ ପକ୍ଷରୁ ଝାରସୁଗୁଡ଼ା ଓ ରାଉରକେଲା ହେଲ୍ପ ଲାଇନ୍ ଜାରି କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ