ରାଜ୍ୟ

ଆରଏସପି ପାଚେରୀ ପାର୍ଶ୍ଵରୁ ଯୁବକଙ୍କ ଶବ ଉଦ୍ଧାର, ହତ୍ୟା ସନ୍ଦେହ

ରାଉରକେଲା : ବନ୍ଧମୁଣ୍ଡା ଉତ୍ତମବସ୍ତି ପାୱାର ଗ୍ରିଡ ରାଉଲକେଲା ଇସ୍ପାତ କାରଖାନା (ଆରଏସପି) ପାଚେରୀ ନିକଟରୁ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ଯୁବକଙ୍କୁ ହତ୍ୟା କରି କେହି ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି ।

ମୃତ ଯୁବକ ହେଲେ ବାନ୍ଧମୁଣ୍ଡା ତିଲକାନଗରର ରାମାଇ ମନ୍ଦିଆ (୪୦)। ବନ୍ଧମୁଣ୍ଡା ପୁଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ କରି ତଦନ୍ତ ଚଳାଇଛି। କେଉଁ କାରଣରେ କିଏ ରାମାଇକୁ ହତ୍ୟା କରିଛି ତାହା ସ୍ପଷ୍ଟ ହୋଇନି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।