ରାଜ୍ୟ

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ତଦନ୍ତ କମିଶନ ରିପୋର୍ଟ ସାର୍ବଜନୀନ କରାଯିବ

ଖୁବ୍ ଶୀଘ୍ର ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ତଦନ୍ତ କମିଶନ ରିପୋର୍ଟ ସାର୍ବଜନୀନ କରାଯିବ। ଏ ନେଇ ନିଷ୍ପତ୍ତି ନେବେ ସରକାର।ମୁଖ୍ୟମନ୍ତ୍ରୀ ଏ ନେଇ ଆଲୋଚନା କରିଛନ୍ତି। ଆଗାମୀ ଦିନରେ ସରକାର କଣ କରିବେ ସେ ନେଇ ଶୀଘ୍ର ନିଷ୍ପତ୍ତି ହେବ।

ଭୁବନେଶ୍ୱର:ଖୁବ୍ ଶୀଘ୍ର ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ତଦନ୍ତ କମିଶନ ରିପୋର୍ଟ ସାର୍ବଜନୀନ କରାଯିବ। ଏ ନେଇ ନିଷ୍ପତ୍ତି ନେବେ ସରକାର।ମୁଖ୍ୟମନ୍ତ୍ରୀ ଏ ନେଇ ଆଲୋଚନା କରିଛନ୍ତି। ଆଗାମୀ ଦିନରେ ସରକାର କଣ କରିବେ ସେ ନେଇ ଶୀଘ୍ର ନିଷ୍ପତ୍ତି ହେବ। ଏଭଳି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ସେ ଆହୁରି କହିଛନ୍ତି, ଯେଉଁ କଥା ଆମେ ବିଗତ ଦିନରେ କହିଥିଲୁ, ଏବେ ଶୀଘ୍ର ଆଲୋଚନା କରାଯାଇ କମିଶନ ରିପୋର୍ଟ ଓ ଅନ୍ୟାନ୍ୟ ଦିଗ ସମ୍ପର୍କରେ ନିଷ୍ପତ୍ତି ନିଆଯିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।