ଦେଶ ବିଦେଶ

ସେପ୍ଟେମ୍ବର ୩ରେ ପଶ୍ଚିମବଙ୍ଗ ବିଧାନସଭାରେ ଆଗତ ହେବ ଦୁଷ୍କର୍ମ ବିରୋଧୀ ବିଲ୍

ସେପ୍ଟେମ୍ବର ୩ରେ ପଶ୍ଚିମବଙ୍ଗ ବିଧାନସଭାରେ ଆଗତ ହେବ ଦୁଷ୍କର୍ମ ବିରୋଧୀ ବିଲ୍। ଏହି ବିଲ୍‌ରେ ଅଭିଯୁକ୍ତଙ୍କୁ ୧୦ ଦିନ ମଧ୍ୟରେ ଫାଶୀ ଦଣ୍ଡର ବ୍ୟବସ୍ଥା ରହିବ। ମମତା ସରକାରଙ୍କ ପ୍ରସ୍ତାବିତ ଆଇନକୁ ନେଇ ବିତର୍କ ବଢ଼ିବାରେ ଲାଗିଛି।

କୋଲକାତା: ପଶ୍ଚିମବଙ୍ଗ ବିଧାନସଭାର ଏକ ସ୍ୱତନ୍ତ୍ର ଦୁଇ ଦିନିଆ ଅଧିବେଶନ ସେପ୍ଟେମ୍ବର ୨ (ସୋମବାର)ଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିଙ୍କ ପାଇଁ ମୃତ୍ୟୁଦଣ୍ଡ ପ୍ରସ୍ତାବ ପାରିତ ହେବ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୁଧବାର (ଅଗଷ୍ଟ ୨୮) ରେ ରାଜ୍ୟ କମିଟିର ଏକ ବୈଠକରେ ଏହି ସ୍ୱତନ୍ତ୍ର ଅଧିବେଶନ ଆୟୋଜନ ପ୍ରସ୍ତାବ ସଂପର୍କରେ ଉଠାଇଥିଲେ।

ସେପ୍ଟେମ୍ବର ୩ରେ ପଶ୍ଚିମବଙ୍ଗ ବିଧାନସଭାରେ ଆଗତ ହେବ ଦୁଷ୍କର୍ମ ବିରୋଧୀ ବିଲ୍। ଏହି ବିଲ୍‌ରେ ଅଭିଯୁକ୍ତଙ୍କୁ ୧୦ ଦିନ ମଧ୍ୟରେ ଫାଶୀ ଦଣ୍ଡର ବ୍ୟବସ୍ଥା ରହିବ। ମମତା ସରକାରଙ୍କ ପ୍ରସ୍ତାବିତ ଆଇନକୁ ନେଇ ବିତର୍କ ବଢ଼ିବାରେ ଲାଗିଛି।

ତେବେ ଦୋଷୀକୁ ଫାଶୀ ଦଣ୍ଡ ଦେବା ମମତାଙ୍କ ଏହି ପ୍ରସ୍ତାବକୁ ନେଇ ଟାର୍ଗେଟ କରିଛନ୍ତି ବିରୋଧୀ ବିଜେପି। ଆରଜି କର ମେଡିକାଲ୍‌ର ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତ ଏବେ ସିବିଆଇ କରୁଛି। ଏପଟେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୋଷୀଙ୍କୁ ଫାଶୀଦଣ୍ଡ ଦାବି କରି କେନ୍ଦ୍ର ସରକାରଙ୍କୁ ୨ ଥର ଚିଠି ଲେଖି ସାରିଲେଣି। 

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ