ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଅପେକ୍ଷାର ଅନ୍ତ, ଆସିଲା ଭାକସିନ୍ : ଭାରତରେ କୋଭାକ୍ସିନ୍ ଓ କୋଭିସିଲ୍ଡର ଜରୁରୀକାଳୀନ ବ୍ୟବହାର ପାଇଁ ମିଳିଲା ଅନୁମତି

ନୂଆଦିଲ୍ଲୀ,୦୩/୦୧: କେନ୍ଦ୍ର ସରକାର କରୋନା ଭାକସିନ୍ କୋଭାକ୍ସିନ୍ ଓ କୋଭିସିଲ୍ଡକୁ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ପ୍ରଦାନ କରିଛନ୍ତି । ଡିଜିସିଆଇ ରବିବାର ଏକ ସାମ୍ବାଦିକ ସମ୍ମିଳନୀର ଏହି ବଡ ଘୋଷଣା କରିଛନ୍ତି ।

ଦେଶରେ ଟିକାକରଣ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାରେ ପହଁଚିଛି । ଡ୍ରାଏ ରନ୍ ଚାଲିଛି । ଦୁଇଟି ଭାକସିନକୁ ମଞ୍ଜୁରୀ ମଧ୍ୟ ମିଳିସାରିଛି । ଲୋକଙ୍କ ପାଖରେ କିପରି ଭାକସିନ୍ ଠିକସେ ପହଁଚିବ ସେନେଇ ବନ୍ଦୋବସ୍ତ ଚାଲିଛି । ନକ୍ସଲ ପ୍ରଭାବିତ ଜିଲ୍ଲାରେ ମଧ୍ୟ ଟିକାକରଣ କିପରି ହେବ ସେନଇ ମଧ୍ୟ ଆନୁସଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଦେଶରେ ଏବେ କୋଭାକ୍ସିନ୍ ଓ କୋଭିସିଲ୍ଡକୁ ଜରୁରୀକାଳିନ ବ୍ୟବହାର ପାଇଁ ସୁପାରିଶ କରାଯାଇଥିଲା । ଯାହାକୁ ଡିଜିସିଆଇ ଅନୁମତି ପ୍ରଦାନ କରିଛନ୍ତି । ରବିବାର ଡିଜିସିଆଇ ପକ୍ଷରୁ ଏହାକୁ ମଞ୍ଜୁରୀ ପ୍ରଦାନ କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ