ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ: ଆସନ୍ତାକାଲି ବୁଧବାର ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ଣ...









