ଦୃଷ୍ଟିବାଧିତ ଶିକ୍ଷୟିତ୍ରୀଙ୍କୁ ପୁନଃ ନିଯୁକ୍ତି ଦେଲେ ରାଜ୍ୟ ସରକାର
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ଭେଡ଼ାବାହାଲ ପ୍ରାଥମିକ ବିଦ୍ୟାଳୟର ଦୃଷ୍ଟିବାଧିତ ଶିକ୍ଷୟିତ୍ରୀ ତପେଶ୍ୱରୀ ପଣ୍ଡାଙ୍କୁ ରାଜ୍ୟ ସରକାର ପୁନଃ ନିଯୁକ୍ତି ଦେଇଥିବା ଜଣାଯାଇଛି। ଦୈନିକ ‘ସମ୍ବାଦ’ରେ ପ୍ରଥମେ ପ୍ରକାଶ...