ପ୍ରତିଦିନ ପୋଇ ଖାଇ ଶରୀରକୁ ଏହି ସବୁ ସମସ୍ୟାରୁ ଦୂରରେ ରଖନ୍ତୁ
ପୋଇ ଖାଇବା ଶରୀର ପାଇଁ ଲାଭଦାୟକ ହୋଇଥାଏ । ଏହାକୁ ଲୋକମାନେ ସାଲାଡ୍, ତରକାରୀ ବା ସୁପ୍ କରି ପିିଇବାକୁ ପସନ୍ଦ କରିଥାନ୍ତି । ଭିଟାମିନ୍, କ୍ୟାଲୋରୀ,ପ୍ରୋଟିନ୍,କାର୍ବୋହାଇଡ୍ରେଟ୍,ଫ୍ୟାଟ୍,ଫାଇବର...