ଯୋଗ୍ୟତାଭିିତ୍ତିରେ ଏଏନ୍ଏମ୍ଙ୍କୁ ମିଳିବ ନିଯୁକ୍ତି: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ବର୨୬/୨: ଆନ୍ଦୋଳନରତ ଏଏନ୍ଏମ୍ ପ୍ରସଙ୍ଗରେ ଗୃହରେ ବିବୃତ୍ତି ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ରାଜ୍ୟରେ ୧୦୯୯ ଖାଲି ଥିବା ଏଏନ୍ଏମ୍ ପଦବୀରେ ନିଯୁକ୍ତ ଦିଆଯିବ। ଯୋଗ୍ୟତାଭିତ୍ତିରେ...