ଆଇସିଏମ୍ଆର୍ ମୁଖ୍ୟ ବଳରାମ ଭାର୍ଗବ କରୋନା ଆକ୍ରାନ୍ତ, ଏମ୍ସରେ ଭର୍ତ୍ତି
ନୂଆଦିଲ୍ଲୀ: ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍)ର ମୁଖ୍ୟ ବଳରାମ ଭାର୍ଗବ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କର ସ୍ବାବ ନମୁନା ରିପୋର୍ଟ ପଜିଟିଭ ଆସିବା ପରେ...