ଆଇପିଏଲରେ ସବୁଠାରୁ ଦାମୀ ଖେଳାଳି ଧୋନୀ, ତାଙ୍କ ରୋଜଗାର କେତେ ଜାଣନ୍ତି ?
ନୂଆଦିଲ୍ଲୀ, ୧୧|୧୨: ଆଇପିଏଲ-୨୦୨୦ରେ ଚେନ୍ନାଇ ସୁପର କିଙ୍ଗସର ପ୍ରଦର୍ଶନ ନୈରାଶ୍ୟଜନକ ଥିଲା । ଦଳ ଆଇପିଏଲ ଇତିହାସରେ ପ୍ରଥମ ଥର ପାଇଁ ଲିଗ୍ ପର୍ଯ୍ୟାୟରୁ ବିଦା ହୋଇଥିଲା...