ପାରିବାରିକ କଳହକୁ ନେଇ ଜୀବନ ହାରିଲେ ତୁରୁଡ଼ା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ
କିଶୋରନଗର: ବିଦ୍ୟାଳୟରେ ଜଣେ ପ୍ରଧାନ ଶିକ୍ଷକଙ୍କ ମୃତଦେହ ମିଳିବା ଘଟଣା କିଶୋରନଗର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି। ସୂଚନା ଅନୁଯାୟୀ, ଅଙ୍ଗପଡା ପଞ୍ଚାୟତର ତୁରୁଡ଼ା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ...









