ଆଇପିଏଲର ପ୍ରଥମ କ୍ବାଲିଫାୟର : ଟସ ଜିତି ବୋଲିଂ ନିଷ୍ପତ୍ତି ନେଲା ଦିଲ୍ଲୀ
ଦୁବାଇ : ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମଠାରେ ଆଜି ଚଳିତ ଆଇପିଏଲର ପ୍ରଥମ କ୍ବାଲିଫାୟର ଦିଲ୍ଲୀ କ୍ୟାପିଟାଲ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଉଛି । ଏହି...