ଡେଙ୍ଗୁରେ ନାବାଳିକା ମୃତ୍ୟୁ ଘଟଣା: ତଦନ୍ତ ଆରମ୍ଭ କଲା ସ୍ବାସ୍ଥ୍ୟ ବିଭାଗ
ଭୁବନେଶ୍ବର: ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ହୋଇଥିବା ଡେଙ୍ଗୁ ମୃତ୍ୟୁର ତଦନ୍ତ ଆରମ୍ଭ ହୋଇଛି। ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ସଂପୃକ୍ତ ଘରୋଇ ହସ୍ପିଟାଲରେ ପହଞ୍ଚି ନାବାଳିକାର...









