ଭିଜିଟର୍ସ କନଫରେନ୍ସ-୨୦୨୩ ଉଦ୍ଘାଟିତ
ନୂଆଦିଲ୍ଲୀ: ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଛାତ୍ରଛାତ୍ରୀ ମାନଙ୍କର ଚରିତ୍ର ନିର୍ମାଣକୁ ପ୍ରାଥମିକତା ଦିଆଯିବା ଉଚିତ୍। ସେମାନଙ୍କୁ ନୈତିକତା, ସମ୍ବେଦନଶୀଳତା,ପରୋପକାର ତଥା ଭାରତୀୟ ମୂଲ୍ୟବୋଧ ଆଧାରରେ ଶିକ୍ଷାର ଉପଯୋଗ...









