ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ: ବିରୋଧୀଙ୍କ ହଟ୍ଟଗୋଳ, ସାଢ଼େ ୧୧ଟା ଯାଏ ଗୃହ...
ଭୁବନେଶ୍ବର: ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ। ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀମାନେ ହଟ୍ଟଗୋଳ କରିଛନ୍ତି। ଗୃହମଧ୍ୟକୁ ବିରୋଧୀ ବିଜେଡି ସଦସ୍ୟମାନେ ରାଜ୍ୟପାଳଙ୍କ ପୁଅଙ୍କ...









