ଆରମ୍ଭ ହେଲା ଅଲାରନାଥଙ୍କ ଅଣସର ଦର୍ଶନ
ବ୍ରହ୍ମଗିରି : ଚତୁର୍ଦ୍ଧାମୂର୍ତ୍ତି ସ୍ନାନବେଦିରେ ଅତ୍ୟଧିକ ସ୍ନାନ ପରେ ଜ୍ବରରେ ପୀଡ଼ିତ ହୋଇ ଅଣସର ପିଣ୍ଡିକୁ ବିଜେ କରିଛନ୍ତି। ଶ୍ରଦ୍ଧାଳୁମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନରୁ ବଞ୍ଚିତ ହୋଇଛନ୍ତି। ସୋମବାରଠାରୁ...









