ଶେଷ ପର୍ଯ୍ୟାୟରେ ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି: ଭିଡ଼ ନିୟନ୍ତ୍ରଣ ଉପରେ ଗୁରୁତ୍ବ
ପୁରୀ : ଜୁନ ୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରୁ ଗଜବେଶରେ ଦର୍ଶନ ଦେବେ ଶ୍ରୀଜିଉ। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରିବାପାଇଁ ପ୍ରତିବର୍ଷ ଭଳି...









