ଆଜି ପ୍ରୋ-ଲିଗ୍ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ରାଉରକେଲା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଉରକେଲା ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ରାଉରକେଲାରେ ନବନିର୍ମିତ ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡିୟମ ଉଦ୍ଘାଟନ କରିବାସହ ହକି ପ୍ରୋ-ଲିଗ୍ର...









