ବୋଷ୍ଟନରେ ଓଡ଼ିଶା ଷ୍ଟାର୍ଟଅପ୍ର ସଫଳତା
ଭୁବନେଶ୍ୱର: ସଂପ୍ରତି ଆମେରିକାର ବୋଷ୍ଟନର ନର୍ଥ ଇଷ୍ଟର୍ଣ୍ଣ ୟୁନିଭର୍ସିଟିଠାରେ ଅନୁଷ୍ଠିତ ଷ୍ଟାର୍ଟଅପ୍ ପ୍ରତିଯୋଗିତା ପ୍ରଦର୍ଶନ ଓ ତତ୍ସମ୍ବନ୍ଧୀୟ ଅଭିଭାଷଣ କାର୍ଯ୍ୟକ୍ରମରେ ଓଡ଼ିଶା ଷ୍ଟାର୍ଟଅପ୍ କୃତିତ୍ୱ ଅର୍ଜନ କରିଛି।...









