ଆଜି ବିଜେଡି ପାଳିବ ରୌପ୍ୟ ଜୟନ୍ତୀ, ନୂଆବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ଦେବେ ଗୁରୁମନ୍ତ୍ର
ପୁରୀ : ସୋମବାର ଦିନ ବିଜେଡି ତା’ର ୨୫ତମ ପ୍ରତିଷ୍ଠା ଦିବସ ପାଳିବାକୁ ଯାଉଛି। ଏଥିପାଇଁ ପୁରୀ ତାଳବଣିଆ ପଡ଼ିଆଠାରେ ରାଜ୍ୟସ୍ତରୀୟ ସମାବେଶ ଆୟୋଜନ କରାଯାଉଛି। ରାଜ୍ୟର...









