ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ବୁଧବାର ୦୨।୦୮: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି କରାଯାଏ । ବନକଲାଗି ନୀତିରେ ଦତ୍ତମହାପାତ୍ର...