କଳିଙ୍ଗ ଷ୍ଟାଡିୟମ୍ରେ ଯୁଗଳ ମ୍ୟାଚ୍: ନେଦରଲାଣ୍ଡ୍ସ ଆହ୍ବାନ ପାଇଁ ଭାରତ ପ୍ରସ୍ତୁତ
ଭୁବନେଶ୍ବର: ଏଫ୍ଆଇଏଚ୍ ପ୍ରୋ ହକି ଲିଗ୍ର ନେଦରଲାଣ୍ଡ୍ସ ବିପକ୍ଷ ଯୁଗଳ ମୁକାବିଲା ଲାଗି ଭାରତୀୟ ମହିଳା ଦଳ ପୂରା ପ୍ରସ୍ତୁତ ରହିଛି। ଦୁଇ ଟିକିଆ ମୁକାବିଲାର ପ୍ରଥମ...