୧୮୦୦ କୋଟି ଟଙ୍କାର ମହାକାଶ ଭିତ୍ତିଭୂମି ପ୍ରକଳ୍ପର ଉଦ୍ଘାଟନ: ଗଗନଯାନର ଅଗ୍ରଗତି ସମୀକ୍ଷା...
ତିରୁଅନନ୍ତପୁରମ୍: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର ତିରୁଅନନ୍ତପୁରମ୍ଠାରେ ବିକ୍ରମ ସରାଭାଇ ସ୍ପେସ ସେଣ୍ଟର (ଭିଏସ୍ଏସ୍ସି) ପରିଦର୍ଶନ କରି ପ୍ରାୟ ୧୮୦୦ କୋଟି ଟଙ୍କାର ତିନୋଟି ଗୁରୁତ୍ୱପୂର୍ଣ୍ଣ...









