ପୁଣି ଭକ୍ତ-ଭଗବାନ ମିଳନ, ଆସନ୍ତା ୧୬ରୁ ଖୋଲିବ ଶ୍ରୀମନ୍ଦିର
ପୁରୀ: ଭକ୍ତଙ୍କ ପାଇଁ ବଡ଼ ଖବର, ଆସନ୍ତା ୧୬ରୁ ଖୋଲିବ ଶ୍ରୀମନ୍ଦିର । ଆସନ୍ତା ୧୬ ରୁ ୨୦ ତାରିଖ ପର୍ଯ୍ୟନ୍ତ ପ୍ରଥମେ ପୁରୀ ସହରବାସୀ ପାଇବେ ଜଗା ଦର୍ଶନ । ୨୩ ରୁ ସର୍ବସାଧାରଣ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ତେବେ ଶ୍ରୀମନ୍ଦିର ପ୍ରବେଶ ପାଇଁ ପସ୍ତୁତ ହୋଇଛି ସ୍ବତନ୍ତ୍ର ଏସଓପି । ଏସଓପି ଅନୁଯାୟୀ ପୁରୀ ସହରବାସୀ ନିଜର ଆଧାରକାର୍ଡ କିମ୍ବା ଭୋଟର ପରିଚୟ ପତ୍ର ସହ କୋଭିଡ ଆରଟିପିସିଆର ରିପୋର୍ଟ […]